26 ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା ? କେନ୍ତି ତର୍ ଆଁକି ପିଟାଇଦେଲା ?”
ଆରି ଜିସୁ ବିସ୍ରାମ୍ବାରେ ମିସା କେ ଜାନେ ନିକ କର୍ସି, ଏଟା ଦେକୁ ବଲି ପାରୁସି ଲକ୍ମନ୍ ଆରି ସାସ୍ତର୍ ସିକାଉମନ୍ ତାକେସେ ଦେକି ଦେକି ରଇଲାଇ, କାଇକେବଇଲେ ତାର୍ ବିରୁଦେ ଦସ୍ ଦାର୍ବାକେ ।
ଲକ୍ମନ୍ ତାକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇ କେନ୍ତି ଦେକିପାର୍ଲୁସ୍ନି ?”
ପାରୁସି ଲକ୍ମନ୍ ତାକେ ଆରିତରେକ୍ ପାଚାର୍ଲାଇ, “ତୁଇ କେନ୍ତାର୍ ଦେକିପାର୍ଲୁସ୍ନି ?” ତେଇ ସେ ସେମନ୍କେ କଇଲା, “ଜିସୁ ମର୍ ଆଁକିଟାନେ କାଦ ଲାଗାଇଦେଲା । ପଚେ ମୁଇ ମୁ ଦଇ ଆଇଲି ଆରି ଏବେ ଦେକି ପାର୍ଲିନି ।”
ତାର୍ ପଚେ ସେମନ୍କେ ସେ କଇଲା, “ସେ ପାପି ଲକ୍କି ନଏଁ ସେଟା ମୁଇ ଜାନି ନାଇ । ମାତର୍ ମୁଇ ଗଟେକ୍ ବିସଇ ଜାନି ଆଚି ସେଟା ଅଇଲାନି, ମୁଇ ଆଗ୍ତୁ କାଣା ରଇଲି, ଏବେ ଦେକି ପାର୍ଲିନି ।”
ସେ ସେମନ୍କେ କଇଲା, “ମୁଇ ଆଗ୍ତୁସେ କଇ ସାରାଇଆଚି, ମାତର୍ ତମେ ମାନ୍ବାକେ ମନ୍ କରାସ୍ ନାଇ । ଏବେ ଆରି ତରେକ୍ କାଇକେ ପାଚାର୍ଲାସ୍ନି ? ତମେ ମିସା କାଇ ତାର୍ ସିସ୍ ଅଇବାକେ ମନ୍କଲାସ୍ନି କି ?”