27 ସେ ସେମନ୍କେ କଇଲା, “ମୁଇ ଆଗ୍ତୁସେ କଇ ସାରାଇଆଚି, ମାତର୍ ତମେ ମାନ୍ବାକେ ମନ୍ କରାସ୍ ନାଇ । ଏବେ ଆରି ତରେକ୍ କାଇକେ ପାଚାର୍ଲାସ୍ନି ? ତମେ ମିସା କାଇ ତାର୍ ସିସ୍ ଅଇବାକେ ମନ୍କଲାସ୍ନି କି ?”
“ତୁଇ ସତଇସେ ପର୍ମେସର୍ ବାଚିପାଟାଇଲା କିରିସ୍ଟ କି ? ଆମ୍କେ କଅ ।” ମାତର୍ ଜିସୁ ସେମନ୍କେ କଇଲା, “ମୁଇ କଇଲେ ମିସା ତମେ ବିସ୍ବାସ୍ ନ କରାସ୍ ।
ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା ? କେନ୍ତି ତର୍ ଆଁକି ପିଟାଇଦେଲା ?”