31 ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
ଜେ ଜଦି ପର୍ମେସର୍ ମନ୍କଲାଟା ପୁରୁନ୍ କର୍ବାକେ ମନ୍ କର୍ସି ବଇଲେ ସେ ଜାନିପାର୍ସି, ମୁଇ ଦେଇତେରଇବା ସିକିଆ ପର୍ମେସରର୍ ଟାନେ ଅନି ଆଇଲାନି କି ସେଟା ମର୍ ନିଜର୍ ବପୁର୍ ସଙ୍ଗ୍ କଲିନି ବଲି ।
ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ ।
ତାର୍ପଚେ ମୁଇ କଇଲି, ଏ ପରମେସର୍, ମର୍ ବିସଇ ନିୟମ୍ ବଇଟାନେ ଜେନ୍ତି ଲେକାଅଇଆଚେ, ସେ ଇସାବେ ତୁଇ ମନ୍ କଲାଟା ପୁରାପୁରୁନ୍ କର୍ବାକେ ରାଜିଆଚି ।