32 ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ ।
ପୁରବ୍ କାଲେଅନି ସୁକଲ୍ ରଇବା ନିଜର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି କାତା ଦେଇ ଜେନ୍ତି କଇରଇଲା,
ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି ?”
ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
ଏ ଲକ୍ ଜଦି ପର୍ମେସରର୍ ଟାନେଅନି ଆସି ନ ରଇଲେ, କେବେ ମିସା ଏ କାମ୍ କରିନାପାର୍ତା ।
ଦାପ୍ରେ ବିଜ୍ଲି ମାର୍ଲା, ଗଡ୍ଗଡି ମାର୍ଲା ଆରି ବେସି ଦର୍ତନି ଚୁଲ୍ବୁଲ୍ଲା । ମୁନୁସ୍ ଜାତି ତିଆର୍ କଲାତେଇଅନି ଏନ୍ତାରି ଦର୍ତନି ଚୁଲ୍ବୁଲ୍ବାଟା କେବେ ନ ଅଇରଇଲା । ଏଟା ସବୁର୍ଟାନେ ଅନି କାରାପ୍ ରଇଲା ।