33 ଏ ଲକ୍ ଜଦି ପର୍ମେସରର୍ ଟାନେଅନି ଆସି ନ ରଇଲେ, କେବେ ମିସା ଏ କାମ୍ କରିନାପାର୍ତା ।
ସେ ଦିନେକ୍ ରାତିଆ ଜିସୁର୍ ଲଗେ ଆସି କଇଲା, “ଏ ଗୁରୁ ଆମେ ଜାନୁ, ତମେ ପର୍ମେସର୍ ପାଟାଇରଇବା ଗଟେକ୍ ଗୁରୁ । କାଇକେ ବଇଲେ ଜଦି ଗଟେକ୍ ଲକର୍ ସଙ୍ଗ୍ ପର୍ମେସର୍ ନ ରଇଲେ, ତମେ ଜନ୍ ସବୁ କାବାଅଇଜିବା କାମ୍ମନ୍ କଲାସ୍ନି, ସେତ୍କି କାମ୍ମନ୍ କେ ମିସା କରିନାପାରତ୍ ।”
କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।” ଆରି ଅଦେକ୍ ଲକ୍ମନ୍ କଇଲାଇ, “ଗଟେକ୍ ପାପି ଲକ୍ କେବେ ମିସା ଏନ୍ତି କାବାଅଇଜିବା କାମ୍ କରିନାପାରେ ।” ଏନ୍ତି ଜିଉଦି ଲକ୍ମନ୍ ଦୁଇ ବାଗ୍ ଅଇଗାଲାଇ ।
ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ ।