ଜଅନ୍ 9:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି ?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ । အခန်းကိုကြည့်ပါ။ |
ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।