36 ସେ କାଣା ଲକ୍ କଇଲା, “ଏ ଆଗିଆଁ ସେ ଲକ୍ କେ ? ମୁଇ ତାକେ ବିସ୍ବାସ୍ କର୍ବି ।”
ସେମନ୍ ଜାଇ ଜିସୁକେ ପାଚାର୍ଲାଇ, “ଜନ୍ ଲକ୍ ଆଇସି ବଲି ଜଅନ୍ କଇରଇଲା, ସେ ଲକ୍ ତମେ କି ? ନଇଲେ, ଆମେ ଆରି ବିନ୍ ଲକ୍କେ ଜାଗ୍ବୁ କି ?”
ଜିସୁ ପାସ୍ଲିକରି ଦେକ୍ବା ବେଲେ ସେ ଦୁଇଟା ସିସ୍ମନ୍ ତାର୍ ପଚେ ପଚେ ଜିବାଟା ଦେକି ସେମନ୍କେ ପାଚାର୍ଲା ତମେ କାଇଟା କଜ୍ଲାସ୍ନି ? ସେମନ୍ ଜିସୁକେ କଇଲାଇ, “ରାବି ତମେ କନ୍ ଜାଗାଇ ରଇଲାସ୍ନି ?” ରାବିର୍ ଅରତ୍ ଅଇଲାନି ସିକାଇ ଦେବା ଗୁରୁ ।
ଜିସୁ ତାକେ କଇଲା, “ତୁଇ ତାକେ ଦେକିଆଚୁସ୍, ଆରି ଏବେ ଜନ୍ ଲକର୍ ସଙ୍ଗ୍ କାତା ଅଇଲୁସ୍ନି, ସେ ଆକା ସେ ଲକ୍।”
ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ ?