37 ଜିସୁ ତାକେ କଇଲା, “ତୁଇ ତାକେ ଦେକିଆଚୁସ୍, ଆରି ଏବେ ଜନ୍ ଲକର୍ ସଙ୍ଗ୍ କାତା ଅଇଲୁସ୍ନି, ସେ ଆକା ସେ ଲକ୍।”
ଜିସୁ ସେବେଲାଇ ପାର୍ତନା କରି କଇଲା, “ଏ ବାବା, ତମେ ସରଗ୍ ଆରି ମଚ୍ପୁରର୍ ମାପ୍ରୁ । ଏ ସବୁ ବିସଇ ସିକ୍ଲା ଲକ୍ ଆରି ଗିଆନି ରଇବା ଲକର୍ତେଇଅନି ଲୁଚାଇ ସଙ୍ଗଇ, ନସିକ୍ଲା ଲକ୍ମନର୍ ତେଇ ଜାନାଇ ଆଚୁସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
ଜିସୁ ତାକେ କଇଲା, “ଏବେ ତର୍ ସଙ୍ଗ୍ ଜେ କାତା ଅଇଲାନି, ମୁଇ ସେ ।”
ଜେ ଜଦି ପର୍ମେସର୍ ମନ୍କଲାଟା ପୁରୁନ୍ କର୍ବାକେ ମନ୍ କର୍ସି ବଇଲେ ସେ ଜାନିପାର୍ସି, ମୁଇ ଦେଇତେରଇବା ସିକିଆ ପର୍ମେସରର୍ ଟାନେ ଅନି ଆଇଲାନି କି ସେଟା ମର୍ ନିଜର୍ ବପୁର୍ ସଙ୍ଗ୍ କଲିନି ବଲି ।
ସେବେଲାଇ ସେ କଇଲା, “ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।” ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।