6 ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।
ଜିସୁ ସେ ବଇରାକେ ଲକ୍ମନର୍ ଟାନେଅନି ବେଗ୍ଲାଇ କରି, ଡାକିନେଇ ତାର୍ ଦୁଇଟା କାନେ ଆଙ୍ଗ୍ଟି ପୁରାଇଲା ଆରି ତୁକିକରି ଆତ୍ସଙ୍ଗ୍ ସେ ଲକର୍ ଜିବେ ଲାଗାଇଲା,
ଜିସୁ ତାକେ ଆତେଦାରି ଗାଉଁ ବାଇରେ ଡାକିନେଲା, ଆରି ତୁକିକରି ତାର୍ ଲାଲ୍ ସେ କାଣାର୍ ଆଁକିତେଇ ଲାଗାଇଲା । ତାର୍ମୁଣ୍ଡେ ଆତ୍ ସଙ୍ଗଇକରି “ତୁଇ ଅଲପ୍ ମିସା ଦେକି ପାର୍ଲୁସ୍ନି କି ?” ବଲି ପାଚାର୍ଲା ।
କାଣା ସେମନ୍କେ କଇଲା, “ଲକ୍ମନ୍ ଜନ୍ ଲକ୍କେ ଜିସୁ ବଲି କଇଲାଇନି, ସେ କାଦ କରି ମର୍ ଆଁକିତେଇ ଲିପିଦେଲା । ତାର୍ପଚେ ସେ ମକେ ‘ସିଲଅ ନାଉଁର୍ ବନ୍ଦେ ଜାଇକରି ଦ’ ବଲି କଇଲା । ପଚେ ମୁଇ ଜାଇକରି ବନ୍ଦେ ମୁ ଦଇଲା ଦାପ୍ରେ ଦେକି ପାର୍ଲି ।”
ମୁଇ ତମ୍କେ ବୁଦି ସିକାଇବି । ମର୍ଟାନେଅନି ସୁନା ଗେନା । ସୁନା ବଇଲେ ଅସ୍ଲି ସୁନା । ଜେନ୍ତାରିକି ତମେ ସତଇସେ ସାଉକାର୍ ଅଇସା । ମର୍ଟାନେଅନି ସୁକଲ୍ ଲୁଗା ଗେନା । ଜେନ୍ତାରି କି ତମେ ଡୁମ୍ଣ୍ଡା ଅଇଲାର୍ ପାଇ ଲାଜ୍ ନ ଉଆସ୍ । ଲାଗାଇଅଇବା ଅସ ମିସା ମର୍ଟାନେଅନି ନିଆ । ସେଟା ତମର୍ ଆଁକିଟାନେ ଲାଗାଆ । ଜେନ୍ତାରିକି ତମେ ଦେକିପାର୍ସା ।