ଜିଉଦା 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।