ଲୁକ୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।