14 ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।