15 ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
ମୁଇ ତମ୍କେ ସତ୍ କଇଲିନି, ମାଇଜିମନର୍ ଟାନେଅନି ଜାତ୍ କରିରଇବା ସବୁର୍ ବିତ୍ରେ, ଜଅନର୍ ଟାନେଅନି ଆରି ମୁକିଅ କେ ମିସା ନାଇ, ଏଲେମିସା ପର୍ମେସରର୍ ରାଇଜେ ଜେ ସାନ୍, ସେ ଜଅନର୍ ଟାନେଅନି ବଡ୍ ।”
କାଇକେବଇଲେ, ଡୁବନ୍ ଦେଉ ଜଅନ୍ ଆସି ଉପାସେ ରଇ, ଆମଟ୍ ଅଇଲା ପଲ୍ରସ୍ ମିସା କାଏନାଇ, ଆରି ତମେ ତାକେ କଇଲାସ୍ନି ଡୁମା ଦାରିଆଚେ ବଲି ।
ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।
ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା ।
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।