ଲୁକ୍ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।” အခန်းကိုကြည့်ပါ။ |
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।