22 ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
ତେଇ ସେମନ୍ ପିଲାକେ କାଇ ନାଉଁ ଦେଉଁ ବଲି ମନ୍ କଲୁସ୍ନି ? ସେଟା ଜିକରିୟକେ ଆତ୍ ଦେକାଇକରି ପାଚାର୍ବାର୍ ଦାର୍ଲାଇ ।
ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।
ସେମନର୍ ବିତ୍ରେଅନି କେତେକ୍ ଲକ୍ ଏଟାର୍ପାଇ ଆଲେକ୍ଜାଣ୍ଡାର୍କେ ଦାଇ କଲାଇ । କାଇକେବଇଲେ ଜିଉଦି ଲକ୍ମନ୍, ଆଗ୍ତୁ ତାକେ ଟିଆ କରାଇରଇଲା । ଆଲେକ୍ଜାଣ୍ଡାର୍ ଲକ୍ମନ୍କେ ଆତ୍ଟେକି ଚିମ୍ରାଇଅଇ ରଇବାକେ କଇଲା ଆରି ତାର୍ ବାସନ୍ଟାନେ ବିସ୍ବାସିମନର୍ ବାଟେ ଅଇକରି ବୁଜାଇବାକେ ଚେସ୍ଟା କଲା ।
ସେନାପତି ତାକେ ଆଦେସ୍ ଦେଲାକେ ପାଉଲ୍ ପାଉଚ୍ ଉପ୍ରେ ଟିଆଅଇ, ଲକ୍ମନ୍କେ ଚିମ୍ରା ଅଇବାକେ ଆତ୍ ସାଗିଆ କଲା । ସେମନ୍ ଚିମ୍ରା ଅଇଲାଇକେ, ପାଉଲ୍ ଇବ୍ରୁ ବାସାଇ କଇଲା ।