23 ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
ଏତ୍କି ଅଇ କେତେକ୍ ଦିନ୍ ଗାଲା ପଚେ ତାର୍ ମାଇଜି ଏଲିସାବେତ୍ ଗାଗ୍ଡେ ଅଇଲା ଆରି ସେ ପାଁଚ୍ ମାସ୍ ଜାକ କାକେ ନ ଜାନାଇ ଗରେସେ ରଇଲା ।