26 ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।
ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
ଦୁତ୍ ତାକେ କଇଲା “ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
ପଚେ ଜସେପ୍ ଆରି ମରିୟମ୍ ମାପ୍ରୁର୍ ରିତିନିତି ଇସାବେ କର୍ବା ସବୁ କାମ୍ ସାରାଇ, ଗାଲିଲି ନିଜର୍ ନଅର୍ ନାଜରିତେ ବାଅଡ୍ଲାଇ ।
ଆରି ଜସେପ୍ ମିସା ନାଉଁ ଲେକାଇବାକେ ମରିୟମର୍ ସଙ୍ଗ୍ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ଗଟେକ୍ ନଅରେ ଅନି ଜିଉଦା ରାଇଜର୍ ବେତ୍ଲିଇମ୍ ବଲି ଦାଉଦ୍ ରାଜାର୍ ଜନମ୍ ନଅରେ ଗାଲାଇ । କାଇକେବଇଲେ, ଜସେପ୍ ଦାଉଦ୍ ବଁସର୍ ଆରି ସେ କୁଟୁମର୍ ଲକ୍ ରଇଲା ।
ଆରି ଅଦେକ୍ ଲକ୍ କଇଲାଇ, “ସେ ପର୍ମେସର୍ ବାଚି ପାଟାଇଲା ମସିଅ” ବଲି । ଆରି ଅଦେକ୍ ଲକ୍ମନ୍ ପାଚାର୍ଲାଇ, “ପର୍ମେସର୍ ବାଚି ପାଟାଇଲା ରାଜା ମସିଅ କାଇ ଗାଲିଲି ଦେସେଅନି ନ ଆସେ କି ?