27 ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।
ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”