28 ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
ଜିସୁ ସେମନ୍କେ କଇଲା, “କାକେ ମର୍ ଆୟା ଆରି ବାଇମନ୍ ବଲି ବାବ୍ଲାସ୍ନି ?”
ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
ମରିୟମ୍ ସରଗର୍ ଦୁତ୍ କଇଲା ବାକିଅ ସୁନ୍ଲା ଆରି କାଇଟା ବୁଜିନାପାରି ଉଡୁକ୍ ଦୁଡୁକ୍ ଅଇଜାଇକରି, ବାବିବାବି ରଇଲା ।
ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍ ! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍ !
କାଇକେ ବଇଲେ ମୁଇ ତର୍ ସଙ୍ଗ୍ ଆଚି । କେ ତମ୍କେ କାଇଟା କରି ନାପାରତ୍, କାଇକେବଇଲେ ଏ ନଅରେ ମର୍ ବେସି ଲକ୍ ଆଚତ୍ ।”
ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ ।