3 ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ ।
ସାର୍ଦାର୍ ତିଅପିଲ୍, ମର୍ ପର୍ତୁମ୍ ଲେକିରଇବା ଲୁକ୍ବଇଟାନେ ଆରାମେଅନି, ପର୍ମେସର୍ ତାକେ ସର୍ଗେ ନେବା ଦିନ୍ ଜାକ, ଜିସୁ କରିରଇବା ଆରି ସିକାଇରଇବା ସବୁ ବିସଇ ଲେକିରଇଲି ।
ମାତର୍ ମୁଲେଅନି କର୍ନିଲିଅକେ କାଇକାଇଟା ଗଟିରଇଲା, ସେଟା ବୁଜାଇବାକେ ପିତର୍ କଇଲା ।
ଏବେ ଜାକୁବ୍ କଇବାକେ ଆରାମ୍କଲା । ସେ କଇଲା, “ମର୍ ବିଚାର୍ ଇସାବେ, ଜନ୍ ଜିଉଦି ନଇଲା ଲକ୍ମନ୍ ପରମେସରର୍ ବାଟେ ବାଅଡ୍ଲାଇ ଆଚତ୍, ଆମେ ଆରି ସେମନ୍କେ ଅଇରାନ୍ ନ କରୁ ।
ସେଟାର୍ ପାଇ ଆମେ ସବୁ ଲକ୍ ଗଟେକ୍ ଅଇକରି କେତେଟା କବର୍ କଉମନ୍କେ ବାଚି, ତମର୍ ଲଗେ ପାଟାଇବାକେ ଟିକ୍ କଲୁ । ସେମନ୍ ଆମର୍ ଆଲାଦର୍ ମଇତର୍ମନ୍, ବର୍ନବା ଆରି ପାଉଲର୍ ସଙ୍ଗ୍ ଜିବାଇ ।
କେତେଟା ଦର୍କାର୍ ରଇଲା ନିୟମ୍ ଚାଡି, ତମର୍ ଉପ୍ରେ ଆରି କାଇମିସା ବଜ୍ ନ ଲାଦ୍ବାକେ ଆମେ ସୁକଲ୍ଆତ୍ମାଇ ଅନି ଚାଲ୍ନା ପାଇଲୁଆଚୁ ।
ତେଇ କେତେ ଦିନ୍ ରଇଲା ପଚେ, ସେ ଆରି ତରେକ୍ ଜିବାଟା ଆରାମ୍ କରି ଗାଲାତିଅ ଆରି ପିରିଜିଆ ବାଟ୍ଦେଇ ଗାଲା । ବାଟେ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ ଅଇରଇବାକେ ସାଆସ୍ ଦେଲା ।
“ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
ପାଉଲ୍ କଇଲା, “ଏ ମାପ୍ରୁ ପେସ୍ଟସ୍, ମୁଇ ବାୟା ଅଇନାଇ, ମୁଇ ଜାଇଟା କଇଲିନି ସେଟା ପୁରାପୁରୁନ୍ ସତ୍ । ଆରି ତବିର୍ ବୁଦିର୍ କାତା କଇଲିଆଚି ।
ବାଇ ଆପଲର୍ ବିସଇ ମୁଇ କଇଲିନି । ବିନ୍ ବିସ୍ବାସିମନର୍ ସଙ୍ଗ୍ ତମ୍କେ ବେଟ୍ ଅଇବାକେ ମୁଇ ତାକେ ବେସି ତର୍ ସାର୍ଦା କରାଇଲି, ମାତର୍ ସେ ଏବେ ଜିବାକେ ମୁଲ୍କେ ରାଜି ଅଏନାଇ । ପଚେ ସୁଜଗ୍ ମିଲ୍ଲେ ସେ ତମର୍ଟାନେ ଆଇସି ଆକା ।
ମୁଇ ବାବ୍ଲିନି ସେ ବିବା ନ ଅଇ ସେନ୍ତିସେ ରଇଲେ ଅଦିକ୍ ସୁକ୍ ମିଲ୍ସି । ଆରି ଏଟା ପରମେସରର୍ ସୁକଲ୍ ଆତ୍ମାର୍ ମନ୍ କଲାଟା ବଲି ମୁଇ ବାବ୍ଲିନି ।
ଏ ସବୁ ବିସଇ ତମେ ବିସ୍ବାସିମନ୍କେ ସିକାଇବାର୍ ଲାଗି, ତମେ ଜିସୁ କିରିସ୍ଟକେ ସେବା କଲାସ୍ନି । ତମର୍ ବିସ୍ବାସର୍ ଲାଗି ଆରି ସତ୍ ସିକିଆ ମାନ୍ଲାର୍ ଲାଗି ପର୍ମେସର୍ ତମ୍କେ ବଡାଇସି ।