33 ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।”
ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି ? ମୁଇତା ମୁନୁସ୍କେ ନାଜାନି !”
ପରମେସର୍ ତାର୍ କାତା ଦେଇରଇଲାଟା ପୁରାପୁରୁନ୍ କରେନାଇ ବଲି ମୁଇ କଇନାଇ । କାଇକେବଇଲେ ଇସ୍ରାଏଲିୟମନର୍ କେତେଟା ନାତିତିତିମନ୍ ପରମେସରର୍ ଲକ୍ ନଅତ୍,
ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।
ଜନ୍ ଲକ୍ମନ୍ ନିଜର୍ ଜିବନେ ଏ କାତା ଦାର୍ବାଇ, ସେମନ୍ ସବୁ ଲକ୍ ଆରି ପରମେସରର୍ ସବୁ ଲକ୍ମନ୍ ଜିବ୍ନେ ସାନ୍ତି ଆରି ଜିବନ୍ ଦୁକାନି ପାଇବାଇ ।
କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
ତାର୍ ପଅର୍ ବିସଇ ସେ ଏନ୍ତାରି କଇରଇଲା, “ଏ ପର୍ମେସର୍ ତର୍ ରାଇଜ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସି, ଆରି କେବେ ନ ସାରେ । କାଇ ଅନିଆଇ ନ କରି ତର୍ ଲକ୍ମନ୍କେ ସାସନ୍ କଲୁସ୍ନି ।
ତାର୍ପଚେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ସର୍ଗେ ଜବର୍ ଆଉଲି ଅଇବାଟା ସୁନିଅଇଲା । ଜଗତ୍କେ ସାସନ୍ କର୍ବା ବପୁ ଆମର୍ ମାପ୍ରୁ ଆରି ତାର୍ ମସିଅକେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି ।