34 ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି ? ମୁଇତା ମୁନୁସ୍କେ ନାଜାନି !”
ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।”
ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
ଏବେ ଉଟ୍, ନଅରେ ଜା, କାଇଟା କର୍ବାକେ ଅଇସି, ତେଇ ତକେ ଜାନାଇବି ।”