39 ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
ତେଇ ଜିକରିୟର୍ ଗରେ ପୁରିକରି ସେ ଏଲିସାବେତ୍କେ ଜୁଆର୍ କଲା ।
ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।