4 ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
ମାତର୍ ଏତ୍କିସେ ଲେକାଅଇଲା, “ତମେ ଜେନ୍ତିକି ବିସ୍ବାସ୍ କର୍ସା ଜେ, ଜିସୁସେ ପର୍ମେସରର୍ ପଅ, ଜେକି ମସିଅ, ଆରି ତାକେ ବିସ୍ବାସ୍ କଲେସେ ତମେ ଜିବନ୍ ପାଇସା ।”
ସେ ମାପ୍ରୁ ଜିସୁର୍ ବାଟ୍ ବିସଇ ସିକିଆ ପାଇରଇଲା ଆରି ଆତ୍ମାଇ ପୁରାପୁରୁନ୍ ଅଇକରି ବେସି ସାର୍ଦା ସଙ୍ଗ୍ ସତ୍ କାତା ବାର୍କରି, ସିକିଆ ଦେଇତେ ରଇଲା । ମାତର୍ କାଲି ଜଅନ ଡୁବନ୍ ଦେବା ବିସଇ ଜାନି ରଇଲା ।
ପରମେସର୍ ତମର୍ଟାନେଅନି କାଇଟା ମନ୍ କଲାନି ସେଟା ତମେ ଜାନିଆଚାସ୍ । ଆରି ନିୟମେଅନି ସତ୍ ଆରି ସତ୍ ନ ଅଇବା ଗିଆନ୍ ପାଇଆଚାସ୍,
ମାତର୍ ମଣ୍ଡଲିର୍ ଉପାସନା ବେଲାଇ, ନାଜାନ୍ଲା ବାସାଇ ଅଜାର୍ ଅଜାର୍ ପଦ୍ ନ କଇକରି ସବୁଲକ୍ ବୁଜ୍ଲା ପାରା ପାଁଚ୍ଟା ପଦ୍ କଇବାଟା ନିକ ।
ଜନ୍ ଲକ୍ମନ୍ ବାକିଅଟାନେ ସିକିଆ ପାଇଲାଇନି, ସେମନର୍ଟାନେ ଜନ୍ଟା ଆଚେ, ସେଟା ତାକର୍ ସିକାଉମନର୍ ସଙ୍ଗ୍ ବାଟା କର୍ବାର୍ ଆଚେ ।