42 ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍ ! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍ !
ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
ମରିୟମ୍ ଜୁଆର୍କଲାଟା ସୁନ୍ଲା ଦାପ୍ରେ ଏଲିସାବେତର୍ ଗର୍ବେ, ପିଲା ସାର୍ଦା ଅଇ ଡେଗଇଲା ଆରି ଏଲିସାବେତ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇଲା ।
ମୁଇ କେ ଜେ ମର୍ ମାପ୍ରୁର୍ ମାଆ, ମକେ ଦେକ୍ବାର୍ ଆଇଲା ଆଚେ ?
କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
“ପର୍ମେସରର୍ ନାଉଁ ନେଇକରି ଜନ୍ ରାଜା ଆଇଲାନି ତାକେ ସେ ଆସିର୍ବାଦ୍ କର । ସର୍ଗେ ସାନ୍ତି ଅ, ଆରି ସବୁର୍ଟାନେ ଅନି ବଡ୍ ପର୍ମେସରର୍ ମଇମା ଅ ।”
ସେମନ୍ ଆମର୍ ଡାକ୍ପୁଟା ଜିଉଦି ଆନିଦାଦିମନର୍ ନାତିତିତିମନ୍ । ଆରି ମୁନୁସ୍ ରୁପ୍ ଦାରି କିରିସ୍ଟ ତାକର୍ କୁଟୁମେଅନି ଜନମ୍ ଅଇଲା । ସବୁର୍ଟାନେଅନି ବେସି ବପୁର୍ ପରମେସର୍ ଜୁଗେ ଜୁଗେ ଡାକ୍ପୁଟା ପାଅ, ଆମେନ୍ ।
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।