45 ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
କାଇକେବଇଲେ, ଦେକ୍, ତୁଇ ଜୁଆର୍କଲାଟା ସୁନ୍ଲା ଦାପ୍ରେ ମର୍ ଗରବର୍ ପିଲା ସାର୍ଦା ଅଇ ଡେଗଇଲା ।
କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?”
ଜିସୁ ତାକେ କଇଲା, “ତୁଇ ମକେ ଦେକିକରି ବିସ୍ବାସ୍ କଲୁସ୍ନି କି ? ମାତର୍ ଜନ୍ ଲକ୍ମନ୍ ମକେ ନ ଦେକିକରି ମିସା ବିସ୍ବାସ୍ କଲାଇନି, ସେମନ୍ କେତେ ସାର୍ଦା ପାଇବାଇ ! ”