48 କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍ ! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍ !
ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
କାଇକେବଇଲେ ସବୁର୍ଟାନେଅନି ବପୁର୍ ମାପ୍ରୁ, ମର୍ପାଇ କାବାଅଇଜିବା କାମ୍ କଲାଆଚେ, ତାର୍ ନାଉଁ ସୁକଲ୍ ।
ଜିସୁ ଏନ୍ତାରି ସବୁ କାତା କଇବାବେଲେ ଲକ୍ମନର୍ ବିତ୍ରେଅନି ଗଟେକ୍ ମାଇଜିଟକି ଆଉଲିଅଇ କଇଲା, “କେଡେକ୍ କରମର୍ ମାଆ ଜେ କି ତମ୍କେ ଜନମ୍ ଦେଲା ଆରି ନିଜର୍ ଦୁଦ୍ କୁଆଇଲା ।”