53 ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କର୍ବାକେ ଆସା କର୍ବାଇ, ତାକର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନ୍କେ ସାର୍ଦା କରାଇସି ।
ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
ତମେମନ୍ ଏବେ ବୁକେ ଆଚାସ୍, ତମର୍ କେଡେକ୍ ନିକ କରମ୍, କାଇକେବଇଲେ, ତମ୍କେ ପର୍ମେସର୍ ପୁରାପୁରୁନ୍ ଦେଇସି । ତମେମନ୍ ଏବେ କାନ୍ଦ୍ଲାସ୍ନି, ତମର୍ କେଡେକ୍ ନିକ କରମ୍, କାଇକେବଇଲେ ତମେମନ୍ ସାର୍ଦା ଅଇକରି ଆଁସ୍ସା ।”
ମାତର୍ ଏ ଡଣ୍ଡ୍ ପାଉମନ୍, ତମେମନ୍ ଏବେ ସାଉକାର୍ ଆଚାସ୍, କାଇକେବଇଲେ ତମେ ନିଜେ ନିଜେ ସୁକ୍ ପାଇଲାସ୍ବେ ।
ତାର୍ ପଚେ ଜିସୁ ସେମନ୍କେ କଇଲା, “ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
ତମ୍କେ ଦର୍କାର୍ ରଇଲା ସବୁ ବିସଇ ମିଲାଇ ଆଚାସ୍ କି ? ତମେ କାଇ ସାଉକାର୍ ଅଇସାରି ଆଚାସ୍ କି ? ଗଟେକ୍ ଗଟେକ୍ ରାଜା ଅଇଜାଇଆଚାସ୍ କି ? ଏଲେ ମିସା ଆମେ ଅଇ ନାପାର୍ଲୁନି । ସତଇସେ ତମେ ରାଜାଅଇତାସ୍ କି ? ସେନ୍ତାର୍ଆଲେ, ଆମେ ମିସା ତମର୍ ସଙ୍ଗ୍ ରଇ କାମ୍ କର୍ତୁ ।