54 ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।”