55 ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।”
ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।