56 ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।”
ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।