57 ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।