58 ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।
ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
ତାର୍ପଚେ ଏଲିସାବେତ୍ କଇଲା, “ଲକ୍ମନର୍ ଜେଞ୍ଜେଟ୍ କର୍ବାଟା ଦୁର୍ କର୍ବାକେ ସାରାସାରି ମକେ ଦୟା କରି ମାପ୍ରୁ ଏନ୍ତାରି କଲାଆଚେ ।”
ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
ତାର୍ପଚେ ଜିସୁ ବଜିତେଇ ଡାକ୍ଲା ଲକ୍କେ କଇଲା, “ତୁଇ ଲକ୍ମନ୍କେ ବଜିତେଇ ଡାକ୍ବା ବେଲାଇ ତର୍ ମଇତର୍ମନ୍କେ, ବାଇମନ୍କେ, ନିଜର୍ ଲକ୍ମନ୍କେ ଆରି ସାଉକାର୍ ଲକ୍ମନ୍କେ ଡାକ୍ ନାଇ । କାଇକେବଇଲେ ସେମନ୍ କେଡେବଲ୍ ମିସା ତକେ ଡାକିକରି ତୁଇ ଦେଲାପାରା ବଜି ବାଉଡାଇ ଦେଇପାରତ୍ ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।