60 ମାତର୍ ଏଲିସାବେତ୍ କଇଲା, “ନାଇ ତାର୍ ନାଉଁ ଜଅନ ଦିଆ ଅ ।”
ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
ଲକ୍ମନ୍ ତାକେ କଇଲାଇ “ତମର୍ ବଁସ୍ ବିତ୍ରେ ତା ଏନ୍ତାରି ନାଉଁର୍ ଲକ୍ କେ ମିସା ନାଇ ।”
ସେଡ୍କିବେଲେ ଜିକରିୟ ଲକ୍ମନ୍କେ ଗଟେକ୍ ଲେକ୍ବା ପାଟା ମାଙ୍ଗ୍ଲା ଆରି “ଏଦେ ଦେକା ! ତାର୍ ନାଉଁ ଜଅନ୍ !” ବଲି ଲେକ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।