7 ମାତର୍ ସେମନ୍କେ ପିଲାଜିଲା ନ ରଇଲା । କାଇକେ ବଇଲେ ଏଲିସାବେତ୍ ବାଞ୍ଜି ରଇଲା । ଆରି ସେମନ୍ ଡକ୍ରା ଡକ୍ରି ଅଇଜାଇରଇଲାଇ ।
ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।
ଦିନେକ୍ ଜିକରିୟ ନିଜର୍ ଦଲର୍ ପାଲି ଇସାବେ, ଜିଉଦିମନର୍ ମନ୍ଦିରେ ପୁଜାରି କାମ୍ କର୍ବାବେଲେ,
ତାକେ ସେଡ୍କିବେଲେ ସଏ ବରସ୍ ଅଇରଇଲା । ମାତର୍ ତାକର୍ ମଲାପାରା ଗାଗଡର୍ କାତା ବାବି, କି ସାରା ଜେକି ଆରି ପିଲା ପାଇ ନାପାରେ, ଏ କାତା ଜାନିକରି ମିସା, ତାକର୍ ବିସ୍ବାସ୍ ଉନା ଅଏନାଇ ।
ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।