79 ସେ ପୁରାପୁରୁନ୍ ଆଲାଦର୍ ଦୟାର୍ଲାଗି ମାପ୍ରୁର୍ ଲକ୍ମନ୍କେ, ସେମନର୍ ପାପ୍ଟାନେଅନି ମୁକ୍ଲାଇବା ଗିଆନ୍ ଦେଇସୁ । ତାର୍ ବାଟ୍ ତିଆର୍ କର୍ବାକେ ମୁଲିଆଇସୁ ।”
ଆନ୍ଦାରେ ରଇବା ଲକ୍ମନ୍ ବଡ୍ ଉଜଲର୍ ଦର୍ସନ୍ ଦେକ୍ବାଇ ଆରି ମରନର୍ ଆନ୍ଦାରେ ରଇଲା ଲକ୍ମନର୍ ଉପ୍ରେ ସେ ଉଜଲ୍ ଉଦ୍ସି ।”
ଆରି ବିଜାତି ଲକ୍ମନର୍ପାଇ ବଲି ଜାନାଇଅଇଲା ସତର୍ ଉଜଲ୍ ଆରି ତମର୍ ଲକ୍ମନ୍ ଇସ୍ରାଏଲର୍ ମଇମା କରି ଆଚାସ୍ ।”
ସେ ସତ୍ ଏବେ ଉଜଲ୍ ଅଇଲା, ଏ ଉଜଲ୍ ଦୁନିଆଇ ଆଇଲା ଆରି ସବୁ ଲକ୍ମନର୍ ମନ୍ବିତ୍ରେ ରଇବା ଆଁକି ଡିସାଇଲା ।
ମୁଇ ଜଗତର୍ ଉଜଲ୍ ଅଇ ଆଇଲିଆଚି । ଜେ ମକେ ବିସ୍ବାସ୍ କର୍ସି, ସେ ଆରି ଆନ୍ଦାରେ ନ ରଏ ।
ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, “ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।”
ମୁଇ ଜେତେ ଦିନ୍ ଜାକ ଏ ଦୁନିଆଇ ରଇବି ସେତ୍କି ଦିନ୍ ଜାକ ଏ ଦୁନିଆର୍ ଉଜଲ୍ ।”
ଇସ୍ରାଏଲିଅ ମନର୍ ଲଗେ ପର୍ମେସର୍ ଜନ୍ କବର୍ ପାଟାଇରଇଲା, ସେଟା ତୁଇ ଜାନିଆଚୁସ୍ । ଜିସୁ କିରିସ୍ଟ ଜେ କି ସବୁର୍ ମାପ୍ରୁ, ସେ କରିରଇବା କାମେଅନି ସବୁଲକ୍ମନ୍ ସାନ୍ତିସଙ୍ଗ୍ ମିସ୍ବାଇ, ବଲି ପର୍ମେସର୍ ଆମ୍କେ ଜାନାଇଲାଆଚେ ।
ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
ସେମନ୍ ସାନ୍ତିର୍ ବାଟ୍ ନାଜାନତ୍,
କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।