80 ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।
ଜଅନର୍ ସିସ୍ମନ୍ ବାଉଡି ଗାଲାବେଲେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇଲା, ତମେ ଜଅନ୍କେ ଦେକ୍ବାକେ ଜେଡେବଲ୍ ମରୁବାଲିବୁଏଁ ଜାଇରଇଲାସ୍, କାଇଟା ଦେକ୍ବାକେ ଆସା କରିରଇଲାସ୍ ? ପବନ୍ ମାର୍ଲେ ଜୁଲ୍ବା ଗାଁସ୍ ପତର୍ ?
ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
ଆରି ପିଲା ଦିନ୍କେ ଦିନ୍ ବଡିକରି ବପୁଅଇଲା, ଆରି ଗିଆନେ ପୁରାପୁରୁନ୍ ଅଇଲା । ତାକେ ପର୍ମେସରର୍ ଦୟା ରଇଲା ।
ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।
ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”
ଜିସୁ ଜେ ମସିଅ, ତାକର୍ ବେସି ଡାଟ୍ ଜୁକ୍ତି, ଦରମ୍ ସାସ୍ତରେଅନି ଜାନାଇ କରି, ଜିଉଦିମନ୍କେ ଆରାଇଲା ।