9 ରିତିନିତି ଇସାବେ ଜିକରିୟର୍ ନାଉଁ କେଡ୍ ପୁଟ୍ଲାଜେ ତାକେ ମାପ୍ରୁର୍ ମନ୍ଦିରେ ଜାଇକରି ବେଦିଟାନେ ଦୁପ୍ ଦେବାକେ ପଡ୍ଲା ।
ଜିଉଦା ସେମନ୍ ଦେଇରଇବା ରୁପାଟାଙ୍ଗା ମନ୍ଦିର୍ ବିତ୍ରେ ପିଙ୍ଗିଦେଇ ଉଟିଗାଲା । ତାର୍ପଚେ ସେ ଜାଇକରି ଗାଲାଇ ଡର୍ ବାନ୍ଦି ଉଚ୍କିଅଇ ମରିଗାଲା ।
ତୁମ୍ ବିତ୍ରେ ଏ ସବୁ ବିସଇ ସାଜାଡିଅଇରଇଲା । ପୁଜାରିମନ୍ ସବୁଦିନ୍ ତାମୁ ଗରର୍ ବାଇରର୍ ଜାଗାଇ ପୁରି, ସେମନର୍ କାମ୍ କର୍ବାଇ ।