10 ମାତର୍ ଜନ୍ ନଅରେ ତମେ କେଟ୍ସା, ତେଇର୍ ଲକ୍ ତମ୍କେ ନ ଡାକିନେଲେ, ସେ ଡାଣ୍ଡେଅନି, ସେ ସାଇ ଅନି ବାରଇ କୁଆ,
ଜଦି କେ ମିସା ତମ୍କେ ନ ଡାକତ୍ କି ତମେ କଇଲା କାତା ନ ସୁନତ୍ ବଇଲେ, ‘ଏ ଜାଗା ଚାଡ୍ଲୁ’ ବଲି ଗଟେକ୍ ଚିନ୍ ପାରା ଦେକାଇବାକେ, ପାଦର୍ ଦୁଲି ପାପ୍ଡି, ସେ ଜାଗା ଚାଡି ଉଟିଜା ।
ତମର୍ ନଅରର୍ ଜନ୍ ଦୁଲି ଆମର୍ ପାଦେ ଲାଗିଆଚେ, ସେଟାମିସା ତମର୍ପାଇ ପାପ୍ଡିଦେଲୁନି, ଅଇଲେମିସା ପର୍ମେସରର୍ ରାଇଜ୍ ଲଗେସେ, ଏଟା ତମେ ଜାନିରୁଆ ।
ସେ ଜାଗାଇ ଜର୍ ଦୁକା ଅଇରଇଲା ଲକ୍ମନ୍କେ ନିକ କରା, ଆରି ସେମନ୍କେ କୁଆ ପର୍ମେସରର୍ ରାଇଜ୍ ତମର୍ଲଗେ ସେ ।
ଆରି ଜେତେଲକ୍ ତମ୍କେ ନ ମାନତ୍, ସେ ନଅରେଅନି ବାରଇ ଆଇବା ବେଲାଇ, ତାକର୍ ବିରୁଦେ ସାକି ଇସାବେ ତମର୍ ପାଦେଅନି ଦୁଲି ପାପ୍ଡି ଦିଆସ୍ ।”
ତେଇଅନି ଜିବାବେଲେ ପେରିତ୍ ସିସ୍ମନ୍ ସେ ଲକ୍ମନର୍ ବିରଦେ ତାକର୍ ପାଦର୍ ଦୁଲି ପାପ୍ଡିଦେଇ ଇକନିଅତେଇ ଗାଲାଇ ।
ମାତର୍ ସେମନ୍ ତାକେ ବିରଦ୍ କରି ତାର୍ କୁଟ୍ ପାଁଚ୍ବାର୍ ଦାର୍ଲାଇ, ସେଟା ବିରଦ୍ କର୍ବା ଇସାବେ, ତାର୍ ବସ୍ତରର୍ ଦୁଲି ପାପ୍ଡିଦେଇ ସେ ସେମନ୍କେ କଇଲା, “ଜଦି ତମେ କୁରୁପ୍ନାସ୍ ଅଇସା, ତେବେ ସେଟାର୍ପାଇ ତମେ ନିଜେ ଦାଇ ଅଇସା । ମୁଇ ଏଟାର୍ପାଇ ଦାଇ ନଇ, ଏବେ ମୁଇ ଜିଉଦି ନଇଲା ଲକ୍ମନର୍ ଲଗେ ଜିବି ।”