25 ତାର୍ପଚେ ଗଟେକ୍ ଦରମ୍ ସାସ୍ତର୍ ସିକାଉ ତାକେ ପରିକାକରି ପାଚାର୍ଲା, “ଏ ଗୁରୁ କେବେ ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”
ଜିସୁ ଆରି ତାର୍ ସିସ୍ମନ୍ ତେଇଅନି ବାରଇ ଜିବାବେଲେ ବାଟେ ଗଟେକ୍ ଲକ୍ ପାଲାଇ ଆସି ତାର୍ ଲଗେ କେଟ୍ଲା ଆରି ତାର୍ ମୁଆଟେ ମାଣ୍ଡିକୁଟା ଦେଇ ପାଚାର୍ଲା, “ଏ ନିମାନ୍ ଗୁରୁ, ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”
ଜିସୁ ସେମନ୍କେ କଇଲା, “ମସା ତମ୍କେ କାଇ ଆଦେସ୍ ଦେଲା ଆଚେ ?”
ଜିସୁ ଆରି ସାଦୁକି ଦଲର୍ ଲକ୍ମନ୍ ଦଦା ପେଲା ଅଇବାବେଲେ ଗଟେକ୍ ନିୟମ୍ ସିକାଉ ତାର୍ ଲଗେ ଆଇଲା । ଜିସୁ ଲକ୍ମନର୍ ପର୍ସନର୍ ଉତର୍ ନିମାନ୍ସଙ୍ଗ୍ କଇବାଟା ସୁନିକରି, ତାକେ ପାଚାର୍ଲା, “କନ୍ ଆଦେସ୍ ସବୁର୍ଟାନେଅନି ଅଦିକ୍ ମୁକିଅ ?”
କାଇକେବଇଲେ ମୁଇ ତମ୍କେ କଇଲିନି, ତମେ ଜନ୍ ଜନ୍ଟା ଦେକ୍ଲାସ୍ନି, ସେ ସବୁଜାକ ଦେକ୍ବାକେ କେତେ କେତେ ରାଜାମନ୍ ଆରି ମାପ୍ରରୁ କବର୍ ଜାନାଉମନ୍ ମନ୍କଲାଇ, ମାତର୍ ଦେକିନାପାର୍ଲାଇ । ଆରି ତମେ ଜନ୍ ଜନ୍ଟା ସୁନ୍ଲାସ୍ନି, ସେ ସବୁ ସୁନ୍ବାକେ ସେମନ୍ ମନ୍କଲାଇ, ମାତର୍ ସୁନିନାପାର୍ଲାଇ ।”
ଜିସୁ ତାକେ କଇଲା, “ନିୟମ୍ ସାସ୍ତରେ କାଇଟା ଲେକାଆଚେ ? ତୁଇ କେନ୍ତାରି ପଡ୍ଲୁସ୍ନି ?”
ଦିନେକ୍ ଗଟେକ୍ ଜିଉଦି ନେତା ଜିସୁକେ ପାଚାର୍ଲା, “ଏ ନିମାନ୍ ଗୁରୁ ! ନ ସାର୍ବା ଜିବନ୍ ମିଲାଇବାକେ ମୁଇ କାଇଟା କର୍ବାର୍ ଆଚେ ?”
ମାତର୍ ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତାକର୍ ଜିବନର୍ପାଇ ପର୍ମେସର୍ କରିରଇବା ଜଜ୍ନା ମାନତ୍ନାଇ, ଆରି ଜଅନର୍ଟାନେ ଡୁବନ୍ ନେଅତ୍ନାଇ ।
ସେମନ୍ ଜେନ୍ତିକି ଜିସୁ କଇବା ଉତର୍ତେଇଅନି ବୁଲ୍ ଦାରି ତାକେ ଦସି କର୍ବାକେ ଏ କାତା କଇଲାଇ । ମାତର୍ ଜିସୁ ଲଇଁ କରି ଆଙ୍ଗ୍ଟି ସଙ୍ଗ୍ ବୁଏଁ ଲେକ୍ବାର୍ ଦାର୍ଲା ।
ପରମେସରର୍ ଆସିର୍ବାଦ୍ ପାଇବାଟା ଜଦି ନିୟମ୍ ମାନ୍ବା ଉପ୍ରେ ଅଇସି ବଇଲେ, ତେବେ ସେଟା ଆରି ତାକର୍ ସପତର୍ ଲାଗି ଅଇଲାଟା ବଲି କଇ ନଏଁ । ସେଟାର୍ ପାଇ ପରମେସର୍ ଅବ୍ରାଆମ୍କେ ଅବ୍କା ତାର୍ ସପତ୍ ଇସାବେ ସେ ଆସିର୍ବାଦ୍ ଦେଇରଇଲା ।