26 ଜିସୁ ତାକେ କଇଲା, “ନିୟମ୍ ସାସ୍ତରେ କାଇଟା ଲେକାଆଚେ ? ତୁଇ କେନ୍ତାରି ପଡ୍ଲୁସ୍ନି ?”
ତାର୍ପଚେ ଗଟେକ୍ ଦରମ୍ ସାସ୍ତର୍ ସିକାଉ ତାକେ ପରିକାକରି ପାଚାର୍ଲା, “ଏ ଗୁରୁ କେବେ ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”
ସେ କଇଲା, “ତମେ ନିଜର୍ ସବୁ ଗାଗଡ୍, ମନ୍, ଆତ୍ମା ଆରି ବପୁ ଦେଇ ପର୍ମେସର୍କେ ଆଲାଦ୍ କରା । ଆରି ପଡିସାର୍ ଲକ୍ମନ୍କେ ନିଜର୍ ସମାନ୍ ଆଲାଦ୍ କରା ।”
ନିୟମ୍ ମାନ୍ବାତେଇଅନି ଦରମ୍ଲକ୍ ଅଇବା ବିସଇ ମସା ଲେକ୍ଲା ଆଚେ । ଜଦି ଜନ୍ ଲକ୍ମନ୍ ନିୟମର୍ ସବୁଜାକ ଆଦେସ୍ ମାନ୍ବାଇ, ସେମନ୍ ବଁଚ୍ବାଇ ।
ଆମେ ଜାନୁ, ଜନ୍ ଲକ୍ମନ୍ ନିୟମର୍ ସାସନ୍ ତଲେ ଆଚତ୍, ତେଇର୍ ସବୁ ବିଦିବିଦାନ୍ ମାନ୍ବାକେ ବାଦିଅ । ପରମେସର୍ ଜେଡେବଲ୍ ଗୁଲାଇ ଜଗତର୍ ବିଚାର୍ କର୍ସି, ନିୟମ୍ ନ ମାନ୍ଲା ଲକ୍ମନ୍ କାଇ କାମ୍ ମିସା ଦେକାଇକରି, ଦସ୍ କରିନାଇ ବଲି କଇନାପାରତ୍ ।