30 ଜିସୁ ତାକେ କଇଲା, ଗଟେକ୍ ଲକ୍ ଜିରୁସାଲମେଅନି ଜିରିଅ ଜିବାବେଲେ ଚର୍ମନର୍ ମୁଆଟେ ପଡ୍ଲା । ଚର୍ମନ୍ ତାର୍ ଲୁଗାପଚିଆ ଚାଡାଇ, ତାକେ ମାର୍ଲାଇ ଆରି ମରିଗାଲାପାରା ଅଇଲାକେ ଚାଡି ଉଟିଗାଲାଇ ।
ସେଟା ଅଇସାରି କେତେପର୍ ଜିବାକେ ଗଟେକ୍ ପୁଜାରି ସେ ବାଟେ ଜାଇତେରଇଲା ଆରି ତାକେ ଦେକି, ବାଟ୍ ପିଟାଇଅଇ ଉଟିଗାଲା ।
ତାର୍ ପଚେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ବିନେ ଡାକିନେଇ କଇଲା, “ସୁନା ! ଆମେ ଜିରୁସାଲମେ ଗାଲୁନି, ଜନ୍ବେଲା ଆମେ କେଟ୍ବୁ ସେବେଲା ପର୍ମେସର୍ ଟାନେଅନି ଆଇଲା ନର୍ପିଲା, ମର୍ ବିସଇ ନେଇ ବବିସତ୍ବକ୍ତାମନ୍ ଲେକି ରଇଲା ସବୁ ବିସଇ ପୁରାପୁରୁନ୍ ଅଇସି ।
ଜିସୁ ଏ ସବୁ କାତା କଇସାରାଇ ସିସ୍ମନର୍ ଆଗ୍ତୁ ଆଗ୍ତୁ ଜିରୁସାଲାମ୍ ବାଟେ ଗାଲା ।