31 ସେଟା ଅଇସାରି କେତେପର୍ ଜିବାକେ ଗଟେକ୍ ପୁଜାରି ସେ ବାଟେ ଜାଇତେରଇଲା ଆରି ତାକେ ଦେକି, ବାଟ୍ ପିଟାଇଅଇ ଉଟିଗାଲା ।
ଜିସୁ ତାକେ କଇଲା, ଗଟେକ୍ ଲକ୍ ଜିରୁସାଲମେଅନି ଜିରିଅ ଜିବାବେଲେ ଚର୍ମନର୍ ମୁଆଟେ ପଡ୍ଲା । ଚର୍ମନ୍ ତାର୍ ଲୁଗାପଚିଆ ଚାଡାଇ, ତାକେ ମାର୍ଲାଇ ଆରି ମରିଗାଲାପାରା ଅଇଲାକେ ଚାଡି ଉଟିଗାଲାଇ ।
ସେନ୍ତାରିସେ ଗଟେକ୍ ଲେବିୟ ଲକ୍ ମିସା ସେ ଜାଗାଇ ଆସି ତାକେ ଦେକି ବାଟ୍ ପିଟାଇଅଇ ଉଟିଗାଲା ।