6 ଜଦି ସେ ଜାଗାଇ ଗଟେକ୍ ସାନ୍ତିର୍ ଲକ୍ ରଇସି, ସେନ୍ତାର୍ଆଲେ ତମର୍ ଆସିର୍ବାଦ୍ ତାକେ ମିଲ୍ସି ।
ଜାର୍ ଗରେ ତମେ କେଟ୍ଲେ, ପର୍ତୁମ୍ କରା, ଏ ଗରେ ସାନ୍ତି ମିଲ ।
ତାକର୍ଲଗେ ଜନ୍ଟା ରଇସି, ସେଟା କାଇକରି, ସେ ଗରେ ରୁଆ । କାଇକେବଇଲେ, ପାଇଟିକରୁ ନିଜର୍ ବୁତି ପାଇବାଇଆକା । ଗର୍ ଗର୍କେ ଜାଆନାଇ ।
ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।