9 ସେ ଜାଗାଇ ଜର୍ ଦୁକା ଅଇରଇଲା ଲକ୍ମନ୍କେ ନିକ କରା, ଆରି ସେମନ୍କେ କୁଆ ପର୍ମେସରର୍ ରାଇଜ୍ ତମର୍ଲଗେ ସେ ।
ସେ ଏନ୍ତି ବଲି କଇତେରଇଲା, “ପାପ୍ଟାନେଅନି ବାଉଡା, କାଇକେବଇଲେ ସରଗ୍ ରାଇଜ୍ ଲଗେ କେଟ୍ଲାନି ।”
ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
ସେ ଆରି ତରେକ୍ କଇଲା, “ଆମେ ପର୍ମେସରର୍ ରାଇଜ୍ କାଇଟା ସଙ୍ଗ୍ ସମାନ୍ କରୁ ? ନଇଲେ କାଇ ଉଦାଅରନ୍ ସଙ୍ଗ୍ ବୁଜାଇଦେଉଁ ?
କେତେକ୍ କେତେକ୍ ଲକ୍ମନର୍ ଟାନେଅନି ଡୁମା ଚାଡାଇଲାଇ, ଆରି କେତେକ୍ ରଗି ଲକ୍ମନ୍କେ ଚିକନ୍ ଲାଗାଇ ନିମାନ୍ କଲାଇ ।
ମାତର୍ ଜନ୍ ନଅରେ ତମେ କେଟ୍ସା, ତେଇର୍ ଲକ୍ ତମ୍କେ ନ ଡାକିନେଲେ, ସେ ଡାଣ୍ଡେଅନି, ସେ ସାଇ ଅନି ବାରଇ କୁଆ,
ତମର୍ ନଅରର୍ ଜନ୍ ଦୁଲି ଆମର୍ ପାଦେ ଲାଗିଆଚେ, ସେଟାମିସା ତମର୍ପାଇ ପାପ୍ଡିଦେଲୁନି, ଅଇଲେମିସା ପର୍ମେସରର୍ ରାଇଜ୍ ଲଗେସେ, ଏଟା ତମେ ଜାନିରୁଆ ।
ଆରି ସେମନ୍କେ ପର୍ମେସରର୍ ରାଇଜ୍ ଜାନାଇବାକେ ଆରି ରଗ୍ଦୁକା ଅଇରଇବା ଲକ୍ମନ୍କେ ନିକ କର୍ବାକେ ପାଟାଇଲା ।
ଜିସୁ ତାକେ କଇଲା, “ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।”
ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ସାରାସାରିପଚେ ପାଉଲ୍ କଇଲା “ତେବେ ପରମେସରର୍ ମୁକ୍ତି ଜିଉଦିନଇଲା ଲକ୍ମନର୍ ପାଇ ଆଇଲା ଆଚେ । ଏଟା ତମେ ଜାନିରୁଆ, ସେମନ୍ ମିସା ସେଟା ମାନ୍ବାଇ ।”
ଆରି ତାକେ କେ ମିସା ତେବାଅତ୍ ନାଇ । ସେ ପରମେସରର୍ ରାଇଜ୍ ବିସଇ ଜାନାଇକରି ମାପ୍ରୁ ଜିସୁକିରିସ୍ଟର୍ ବିସଇ ସିକିଆ ଦେଇତେରଇଲା ।