11 “ଆରି ତମର୍ ବିତ୍ରେ ଏନ୍ତାରି ବାବା କେ ଆଚେ, ଜେ କି ଜନ୍ ବାବାକେ ତାର୍ ପଅ ମାଚ୍ ମାଙ୍ଗ୍ଲେ, ତାକେ ମାଚ୍ ନ ଦେଇ ସାଁପ୍ ଦେଇସି ?
ନଇଲେ ସେ ମାଚ୍ ମାଙ୍ଗ୍ଲେ ତାକେ ସାଁପ୍ ଦେଇସା ?
ତମର୍ ବିତ୍ରେ ଏନ୍ତାରି ବାବା କେ ଆଚେ କି ? ତମର୍ ପିଲା ଜଦି ରୁଟି ମାଙ୍ଗ୍ଲେ, ତାକେ ପାକ୍ନା ଦେଇସା ?
କାଇକେବଇଲେ, ଜେ ମାଙ୍ଗ୍ସି, ସେ ପାଇସି । ଜେ କଜ୍ସି, ସେ ମିଲାଇସି । ଜେ କାପାଟେ ବାଜାଇସି, ତାର୍ପାଇ କାପାଟ୍ ଉଗାଡି ଦିଆଅଇସି ।
କି ଗାର୍ ମାଙ୍ଗ୍ଲେ, ସେ ତାକେ ବିସ୍କାକ୍ଡା ଦେଇସି ?