12 କି ଗାର୍ ମାଙ୍ଗ୍ଲେ, ସେ ତାକେ ବିସ୍କାକ୍ଡା ଦେଇସି ?
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।
“ଆରି ତମର୍ ବିତ୍ରେ ଏନ୍ତାରି ବାବା କେ ଆଚେ, ଜେ କି ଜନ୍ ବାବାକେ ତାର୍ ପଅ ମାଚ୍ ମାଙ୍ଗ୍ଲେ, ତାକେ ମାଚ୍ ନ ଦେଇ ସାଁପ୍ ଦେଇସି ?
ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !”
ବିସ୍କାକ୍ଡା ମନର୍ ପାରା ସେମନର୍ ଲେଞ୍ଜ୍ ଗଜିଆ ରଇଲା । ଆରି ବିସ୍କାକ୍ଡା ପାରା ଚାବ୍ତେରଇଲା । ପାଁଚ୍ମାସ୍ ଜାକ ଲକ୍ମନ୍କେ ନସାଇବାକେ ତାକର୍ ଲେଞ୍ଜର୍ ବପୁ ରଇଲା ।