ଲୁକ୍ 11:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !” အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।