16 ବିନ୍ଲକ୍ମନ୍ ଜିସୁକେ ପରିକାକରି ପାନ୍ଦେ ପାକାଇବାକେ ବାବ୍ତେ ରଇଲା । ତେବର୍ପାଇ ପର୍ମେସର୍ ତାର୍ ରକିଆକାରି ବଲି ସବୁକେ ଜାନାଇବାକେ ଗଟେକ୍ କାବାଅଇଜିବା ଚିନ୍ ଦେକାଇବାକେ କଇଲାଇ ।
ଲକ୍ମନ୍ ଦଲ୍ ଦଲ୍ ଅଇ ଜିସୁର୍ଲଗେ ଟୁଲ୍ ଅଇବାବେଲାଇ ସେ କଇବାର୍ ଦାର୍ଲା । “ଏବର୍ ଜୁଗର୍ ମୁନୁସ୍ମନ୍ କରାପ୍, ଏମନ୍ କାବା ଅଇଜିବା କାମର୍ ଚିନ୍ କଜ୍ଲାଇନି । ମାତର୍ ଜୁନସ୍କେ ଗଟ୍ଲା ଚିନ୍ ଚାଡିକରି ଆରି କାଇ ବିନ୍ ଚିନ୍ ମିସା ଦିଆ ନ ଅଏ ।
ସେବେଲା ସେମନ୍ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ଆମେ ଜେନ୍ତି ବିସ୍ବାସ୍ କର୍ବୁ, ସେଟାର୍ ପାଇ ଆମ୍କେ କାଇଆଲେ କାବାଅଇଜିବା କାମ୍ କରି ଦେକାଇପାରୁସ୍ କି ? କ କାଇଟା କରିପାରୁସ୍ ?”
ସେମନ୍ ଜେନ୍ତିକି ଜିସୁ କଇବା ଉତର୍ତେଇଅନି ବୁଲ୍ ଦାରି ତାକେ ଦସି କର୍ବାକେ ଏ କାତା କଇଲାଇ । ମାତର୍ ଜିସୁ ଲଇଁ କରି ଆଙ୍ଗ୍ଟି ସଙ୍ଗ୍ ବୁଏଁ ଲେକ୍ବାର୍ ଦାର୍ଲା ।
ଜିଉଦିମନ୍ କାବା ଅଇଜିବା ଚିନ୍ ପାଇ ଦାବି କଲାଇନି । ଗିରିକ୍ମନ୍ ଗିଆନ୍ କଜ୍ଲାଇନି ।