ଲୁକ୍ 11:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଜିସୁ ସେମନ୍କେ କଇଲା, ଜେଡେବେଲେ ତମେ ପାର୍ତନା କର୍ସା, ସେଡ୍କିବେଲେ କୁଆ, “ବାବା ତମର୍ ନାଉଁ ସୁକଲ୍ବଲି ସବୁଲକ୍ ମାନତ୍ । ତମର୍ ରାଇଜ୍ ଆସ । အခန်းကိုကြည့်ပါ။ |
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।